ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ଘଟଣା, ସିନ ରିକ୍ରିଏସନ କରୁଛି ସ୍ପାଇଡର ସତୀଶ

Published By : prameya | February 20, 2025 2:05 PM

ଭୁବନେଶ୍ବର ,୨୦/୦୨: କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ଘଟଣା । ସିନ ରିକ୍ରିଏସନ କରୁଛି ସ୍ପାଇଡର ସତୀଶ । ନୟାପଲ୍ଲୀରେ ଚାଲିଛି ସିନ ରିକ୍ରିଏସନ। ସ୍ପାଇଡର ସତୀଶକୁ ଆଣି କ୍ରାଇମ ସ୍ପଟରେ ସିନ ରିକ୍ରିଏସନ କରୁଛି ସ୍ପେଶାଲ ସ୍କ୍ବାଡ । ସ୍ଲାଇଡରକୁ ୫ ଦିନିଆ ରିମାଣ୍ଡରେ ନୟାପଲ୍ଲୀ ପୋଲିସ ଆଣିଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘର ଚୋରିର ଦେଖାଉଛି ଡେମୋ । ତେବେ ଆଜି ରିମାଣ୍ଡ ଅବଧିର ତୃତୀୟ ଦିନ ଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର  । 

ଏହା ମଧ୍ୟ ପଢନ୍ତୁ- ନିରଞ୍ଜନଙ୍କ ଘରୁ ଚୋରି ଘଟଣା: ସ୍ପାଇଡର୍‌କୁ ୫ ଦିନ ରିମାଣ୍ଡ ଆଣିବାକୁ ଆବେଦନ କଲା ପୁଲିସ

ତେବେ ସୂଚନା ଅନୁଯାୟୀ, ଜାନୁଆରୀ ୨୬ ତାରିଖରେ ରାତିରେ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ଥିବା କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ହୋଇଥିଲା । ଘରୁ ସୁନା-ହୀରା ସହ ନଗଦ କିଛି ଟଙ୍କା ଲୁଟ ହୋଇଥିଲା । ଏହାପରେ ସ୍ପାଇଡର ବିଶାଖାପାଟଣା ଚାଲିଯାଇଥିଲା । ଏନେଇ କମିଶନରେଟ୍‌ ପୋଲିସ  ତଦନ୍ତ ଜାରି ରଖଥିଲା । ସ୍ପେଶାଲ ସ୍କ୍ୱାର୍ଡ ସହ ତିନୋଟି ଟିମ୍‌ ଗଠନ କରାଯାଇ ରାଜ୍ୟ ବାହାରକୁ ଯାଇଥିଲା, ଆଉ ବିଭିନ୍ନ ସ୍ଥାନରେ ମଧ୍ୟ ଚଢାଉ ଜାରି ରହିଥିଲା । ଶେଷରେ ସ୍ପାଇଡରକୁ ବିଜୟଓ୍ୱାଡାକୁ ଗିରଫ କରିଥିଲା କମିଶନରେଟ୍‌ ପୋଲିସ  । ଯାହାକୁ ନେଇ ସ୍ପାଇଡରକୁ ୫ ଦିନିଆ ରିମାଣ୍ଡରେ ନିଆଯାଇଥିବା ବେଳେ ଆଜି ପୂରା ଘଟଣାର ସିନ ରିକ୍ରିଏସନ କରୁଛି ସ୍ପାଇଡର । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.