ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଜୁଆ ଆଡ୍ଡା ଚାଲିଥିବା ବେଳେ ପୋଲିସର ଚଢାଉ, ୬ ଅଟକ

ବ୍ରହ୍ମପୁର ୨୩।୦୩ : ପାର୍କ ନିକଟରେ ଜୁଆ ଆଡ୍ଡା ଚାଲିଥିବା ବେଳେ ପୋଲିସର ଚଢାଉ। ବ୍ରହ୍ମପୁର ଟାଉନ ଥାନା ଖାଜା ସାହି ଇନ୍ଦିରା ପାର୍କ ନିକଟରେ ପୋଲିସ ଚଢାଉ କରି ବିପୁଳ ପରିମାଣର ସାମଗ୍ରୀ ଜବତ କରିଛି। ଏହା ସହ ୬ ଜଣ ଗିରଫ ହୋଇଛନ୍ତି।

ସୂଚନା ଅନୁଯାୟୀ, କିଛି ଦିନ ହେଲା ଟାଉନ୍ ଥାନା ଖାଜାସାହି ଇନ୍ଦିରା ପାର୍କ ନିକଟରେ ଜୁଆ ଆଡ୍ଡା ଚାଲିଥିଲା। ଯାହାର ଗୁଇନ୍ଦା ସୂଚନା ପୋଲିସ ନିକଟରେ ପହଞ୍ଚିଥିଲା । ଏହିକ୍ରମରେ ପୋଲିସ ଉକ୍ତ ସ୍ଥାନରେ ଚଢାଉ କରି ନଗଦ ୩୫ ହଜାର ୬୫୦ ଟଙ୍କା ସହ ୬ଟି ମୋବାଇଲ ଫୋନ ଓ ତାସ ପ୍ୟାକେଟ ଜବତ କରିଛି । ସେହିପରି ଏହି ମାମଲାରେ ୬ ଜଣଙ୍କୁ ଅଟକ ରଖି ପୁଲିସ ତଦନ୍ତ କରୁଛି ପୋଲିସ । ଏନେଇ ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.