ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଏକାଧିକ ବେଆଇନ୍‌ ହୁକ୍କା ବାର୍‌ରେ ପୋଲିସର ଚଢାଉ, ୭ ମାମଲା ରୁଜୁ କରି ତଦନ୍ତ ଆରମ୍ଭ

Published By : Harapriya Sethi | March 21, 2025 12:33 PM

ଭୁବନେଶ୍ୱର,୨୧/୦୩: ବ୍ରହ୍ମପୁର ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟରେ ଚାଲିଥିଲା ବେଆଇନ ହୁକ୍କା ବାର୍‌। ଏହି ବାର୍‌ରେ ଜମୁଥିଲା ନାବାଳକଙ୍କ ଆଡ୍ଡା । ଅତର୍କିତ ଚଢାଉ କରି ହୁକ୍କା ଷ୍ଟାଣ୍ଡ ସହ ଗୁଟଖା ଏବଂ ସିଗାରେଟ ଜବତ କଲା ବ୍ରହ୍ମପୁର ପୋଲିସର ୫ଟି ଟିମ୍‌ । ଘଟଣାରେ ୭ଟି ଅପରାଧିକ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ । 

ସୂଚନା ମୁତାବକ, ବ୍ରହ୍ମପୁର ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ବେଆଇନ୍‌ ଭାବରେ ଚାଲିଥିଲା ହୁକ୍କା ବାର୍‌ । ଏହି ହୁକ୍କା ବାର୍‌ ଗୁଡ଼ିକରେ ଅନେକ ସମୟରେ ଲାଗି ରହୁଥିଲା ଗ୍ରାହକଙ୍କ ଭିଡ଼ । ବିଶେଷ କରି ନାବାଳକ ମାନେ ଏହି ହୁକ୍କା ବାର୍‌ ଗୁଡ଼ିକରେ ଭିଡ଼ ଜମାଉଥିଲେ । ଏନେଇ ଖବର ପାଇ ଉକ୍ତ ହୁକ୍କା ବାର୍‌ ଗୁଡ଼ିକରେ ଚଢାଉ କରିଛି ବ୍ରହ୍ମପୁର ପୋଲିସ । ଚଢାଉ କରି ହୁକା ଷ୍ଟାଣ୍ଡ ସହ ଗୁଟଖା, ହୁକା ଏବଂ ବିଭିନ୍ନ ବ୍ରାଣ୍ଡର ସିଗାରେଟ ଜବତ କରିଛି ବ୍ରହ୍ମପୁର ପୋଲିସର ୫ଟି ଟିମ୍‌ । ଏହି ଘଟଣାରେ ୭ ଟି ଅପରାଧିକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ । ଏନେଇ ବ୍ରହ୍ମପୁର ଏସ.ପି ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.