ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାତି ଅଧରେ ହୋଟେଲରେ ଚଢ଼ାଉ; ମିଳିଲା ଆପତ୍ତିଜନକ ସାମଗ୍ରୀ, ୨ ଅଟକ

୨୪।୩: ହୋଟେଲରେ ଅଚାନକ ଚଢ଼ାଉ କରିଛି ପୋଲିସ । ଚଢ଼ାଉ ବେଳେ ହୋଟେଲରୁ ସନ୍ଦେହଜନକ ଅବସ୍ଥାରେ ୨ ଜଣଙ୍କୁ ଉଠାଇ ଆଣିଥିବା ବେଳେ ହୋଟେଲରୁ ବହୁ ପରିମାଣର ଆପତ୍ତିଜନକ ସାମଗ୍ରୀ ଜବତ ହୋଇଛି । 

ଭଦ୍ରକ ସହରର ଅପରିବର୍ତ୍ତିତାସ୍ଥିତ କଳିଙ୍ଗ ଗେଷ୍ଟ ହାଉସ୍ ଉପରେ ଭଦ୍ରକ ସହରାଞ୍ଚଳ ଥାନା ତରଫରୁ ଚଢ଼ାଉ କରାଯାଇଛି । ଚଢ଼ାଉ ବେଳେ ହୋଟେଲରୁ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ପୋଲିସ ସନ୍ଦେହରେ ଥାନାକୁ ଆଣିଥିବା ବେଳେ ହୋଟେଲ ପରିସରରୁ ବହୁ ଆପତ୍ତିଜନକ ସାମଗ୍ରୀ ଜବତ ହୋଇଛି । ଏହି ହୋଟେଲରେ ଦେହ ବ୍ୟବସାୟ ହେଉଥିବା ନେଇ ବାରମ୍ବାର ଅଭିଯୋଗ ପରେ ପୋଲିସ ଚଢ଼ାଉ କରିଥିଲା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.