ପ୍ରମୂଖ ଖବର
  • ଭୁବନେଶ୍ଵର : ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ, ୱେବସାଇଟରୁ ମିଳିବ ଡିଜିଟାଲ ସାର୍ଟିଫିକେଟ
  • ||
  • ଭୁବନେଶ୍ଵର : ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢୀ, ଭରିଲେ ନାମାଙ୍କନ ପତ୍ର
  • ||
  • ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ, ବିବାଦ ଯୋଗୁଁ ଅଟକିଛି ନୀତିକାନ୍ତି
  • ||
  • ଭୁବନେଶ୍ଵର : ବୁଧବାର ରାଜ୍ୟରେ ଛେଚିବ ବର୍ଷା, ୨୦ ସୁଦ୍ଧା ଅଧା ଓଡ଼ିଶା ଛୁଇଁବ ମୌସୁମୀ
  • ||
  • ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା : ମୁକୁଳା ଡ୍ରେନ୍‌ର ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ, ୭ ଦିନ ଭିତରେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||

ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ

ଭୁବନେଶ୍ଵର, ୨୮/୦୫ : ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ୭ ଜଣ ମହିଳା ପୋଲିସ କର୍ମଚାରୀ ଆହତ। ବାଣୀବିହାର ସତସଙ୍ଗ ପାର୍କ ଆଗରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସମସ୍ତ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗାଡିଟି ନିର୍ବାଚନ ଡ୍ୟୁଟିରେ ବଲାଙ୍ଗୀରରୁ କେନ୍ଦ୍ରାପଡ଼ା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.