ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ

ଭୁବନେଶ୍ଵର, ୨୮/୦୫ : ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ୭ ଜଣ ମହିଳା ପୋଲିସ କର୍ମଚାରୀ ଆହତ। ବାଣୀବିହାର ସତସଙ୍ଗ ପାର୍କ ଆଗରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସମସ୍ତ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗାଡିଟି ନିର୍ବାଚନ ଡ୍ୟୁଟିରେ ବଲାଙ୍ଗୀରରୁ କେନ୍ଦ୍ରାପଡ଼ା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.