ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏଥର ଅମାନିଆଙ୍କ ଉପରେ ନଜର ରଖିବ ପୋଲିସ, ମୁତୟନ ହେବେ ଷ୍ଟାଇକିଙ୍ଗ ଫୋର୍ସ

ଭୁବନେଶ୍ୱର, ୨୪।୩: ହୋଲି ପାଇଁ ଭୁବନେଶ୍ୱର ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା । ୩୧ଟି ସ୍ଥାନରେ ଅମାନିଆଙ୍କୁ ଜଗିବ ପୋଲିସ । ପିସିଆର ସହ ୧୭ଟି ମୋବାଇଲ ଭେଇକିଲ ବୁଲିବେ । ଏଥର ହୋଲିରେ ଅମାନିଆଙ୍କ ଉପରେ ନଜର ରଖିବ ପୋଲିସ । ସିସିଟିଭିରେ ହେବ ଚେକିଂ । ଏଥିପାଇଁ ମୁତୟନ ହେବେ ଷ୍ଟାଇକିଙ୍ଗ ଫୋର୍ସ । ୪ଟି ଗାଧୁଆ ତୁଠରେ ପୋଲିସ ଜଗିବାର ବ୍ୟବସ୍ଥା କରାଯାଇଛି । ଅନ୍ୟପଟେ ପୋଲିସର ସ୍ୱତନ୍ତ୍ର ଟିମ୍ କେମିକାଲ ରଙ୍ଗ ବିକ୍ରି ଉପରେ ନଜର ରଖିବ । ଜଣେ ଡିଏସ୍‌ପିଙ୍କ ନେତୃତ୍ୱରେ ଯାଞ୍ଚ କରିବେ । ୪ ଜଣ ଏଡିସିପିଙ୍କ ନେତୃତ୍ୱରେ ୮ ଜଣ ଏସିପି ସହ ଆଇଆଇସି ଓ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ । 

ହୋଲିରେ ମଦ ପିଇ ଗାଡ଼ି ଚଳାଇଲେ ଧରିବ ପୋଲିସ । ଏଥିସହ ରାସ୍ତାରେ ଯୁବତୀଙ୍କୁ କମେଣ୍ଟ ମାରିଲେ ଜଗିବେ ମହିଳା ପୋଲିସ । ରୋଡ୍‌ ରୋମିଓଙ୍କୁ ମଧ୍ୟ ଜଗିବ ପୋଲିସ । ହୋଲି ନାଁରେ କମର୍ସିଆଲ ପାର୍ଟି କରୁଥିଲେ ସମସ୍ତ ତଥ୍ୟ ସ୍ଥାନୀୟ ପୋଲିସକୁ ଦେବାକୁ ପଡ଼ିବ । ପାର୍ଟିରେ ନିଶା କାରବାର ଉପରେ ପୋଲିସ ନଜର ରଖିବ ।

 

 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.