ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଏଥର ଅମାନିଆଙ୍କ ଉପରେ ନଜର ରଖିବ ପୋଲିସ, ମୁତୟନ ହେବେ ଷ୍ଟାଇକିଙ୍ଗ ଫୋର୍ସ

ଭୁବନେଶ୍ୱର, ୨୪।୩: ହୋଲି ପାଇଁ ଭୁବନେଶ୍ୱର ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା । ୩୧ଟି ସ୍ଥାନରେ ଅମାନିଆଙ୍କୁ ଜଗିବ ପୋଲିସ । ପିସିଆର ସହ ୧୭ଟି ମୋବାଇଲ ଭେଇକିଲ ବୁଲିବେ । ଏଥର ହୋଲିରେ ଅମାନିଆଙ୍କ ଉପରେ ନଜର ରଖିବ ପୋଲିସ । ସିସିଟିଭିରେ ହେବ ଚେକିଂ । ଏଥିପାଇଁ ମୁତୟନ ହେବେ ଷ୍ଟାଇକିଙ୍ଗ ଫୋର୍ସ । ୪ଟି ଗାଧୁଆ ତୁଠରେ ପୋଲିସ ଜଗିବାର ବ୍ୟବସ୍ଥା କରାଯାଇଛି । ଅନ୍ୟପଟେ ପୋଲିସର ସ୍ୱତନ୍ତ୍ର ଟିମ୍ କେମିକାଲ ରଙ୍ଗ ବିକ୍ରି ଉପରେ ନଜର ରଖିବ । ଜଣେ ଡିଏସ୍‌ପିଙ୍କ ନେତୃତ୍ୱରେ ଯାଞ୍ଚ କରିବେ । ୪ ଜଣ ଏଡିସିପିଙ୍କ ନେତୃତ୍ୱରେ ୮ ଜଣ ଏସିପି ସହ ଆଇଆଇସି ଓ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ । 

ହୋଲିରେ ମଦ ପିଇ ଗାଡ଼ି ଚଳାଇଲେ ଧରିବ ପୋଲିସ । ଏଥିସହ ରାସ୍ତାରେ ଯୁବତୀଙ୍କୁ କମେଣ୍ଟ ମାରିଲେ ଜଗିବେ ମହିଳା ପୋଲିସ । ରୋଡ୍‌ ରୋମିଓଙ୍କୁ ମଧ୍ୟ ଜଗିବ ପୋଲିସ । ହୋଲି ନାଁରେ କମର୍ସିଆଲ ପାର୍ଟି କରୁଥିଲେ ସମସ୍ତ ତଥ୍ୟ ସ୍ଥାନୀୟ ପୋଲିସକୁ ଦେବାକୁ ପଡ଼ିବ । ପାର୍ଟିରେ ନିଶା କାରବାର ଉପରେ ପୋଲିସ ନଜର ରଖିବ ।

 

 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.