ଭୁବନେଶ୍ବର, ୧୫/୨ : ଜଣାଶୁଣା କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବିଶିଷ୍ଟ ବ୍ୟକ୍ତି ବିଶେଷ ।