ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ, ଆଳୁ ୩ କିଲୋକୁ ୧୫୦ !

Published By : Rasmita Pradhan | October 22, 2024 2:42 PM

କଟକ, ୨୨/୧୦ : ସମ୍ଭାବ୍ୟ ବାତ୍ୟାକୁ ନେଇ ମାତିଛନ୍ତି ଅସାଧୁ ବ୍ୟବସାୟୀ। ବଢିଛି କଳାବଜାରୀ। ବାତ୍ୟା ଦାନାକୁ ନେଇ ବର୍ତ୍ତମାନ ବଜାରରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ୍‌ରେ ନିଆଁ ଲାଗିଛି। ବିଶେଷ କରି ଆଳୁ ଓ ପିଆଜ କିଲୋ ପିଛା ଦର ଅହେତୁକ ବୃଦ୍ଧି ପାଉଛି। ଆଳୁ ଦର ନିୟନ୍ତ୍ରଣ ବାହାରେ। ଦୁଇ ଦିନ ତଳେ ଆଳୁ ତିନି କିଲୋକୁ ଶହେ ଟଙ୍କାରେ ବିକ୍ରି ହେଉଥିବା ବେଳେ ଆଜି ତିନି କିଲୋକୁ ୧୪୦ରୁ ୧୫୦ଟଙ୍କାରେ ବିକ୍ରି ହେଉଛି। 

କଳାବଜାରୀ ବଢ଼ୁଥିବା ଯୋଗୁଁ ଆଜି କଟକ ଛତ୍ରବଜାର ଓ ଅର୍ବାନ ହାଟରେ ଥିବା ବିଭିନ୍ନ ଗୋଦାମ ଓ ରିଟେଲ ପଏଣ୍ଟମାନଙ୍କରେ ଯୋଗାଣ ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍ ରେଡ୍ କରିଛି। କୌଣସି କ୍ଷେତ୍ରରେ କଳା ବଜାରୀକୁ ବରଦାସ୍ତ କରାଯିବ ନାହିଁ। କାର୍ଯ୍ୟାନୁଷ୍ଠାନ ହେବ। ଏହାସହ ପର୍ଯ୍ୟାପ୍ତ ପରିମାଣର ଆଳୁ କଟକକୁ ଆସୁଥିବା କଥା କହିଛନ୍ତି ଯୋଗାଣ ଅଧିକାରୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.