ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

ଉତ୍ତରପ୍ରଦେଶ ପରେ ପଞ୍ଜାବରୁ ଆସିବ ଆଳୁ : ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର, ୦୫/୦୮ : ଏବେ ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆସୁଛି। ଆବଶ୍ୟକ ପଡିଲେ ପଞ୍ଜାବରୁ ଆଳୁ ମଗାଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ସେ କହିଛନ୍ତି ଯେ, ଉତ୍ତରପ୍ରଦେଶ ଆଳୁ ଶୀଘ୍ର ପଚିବା କଥା ମିଛ। ୟୁପିରୁ ଆସିଥିବା ଆଳୁ ଓଡ଼ିଶାରେ ବିକ୍ରି ହେଲାଣି। ଏହାର କ୍ୱାଲିଟି ବହୁତ ଭଲ। ପଶ୍ଚିମବଙ୍ଗ ବ୍ଲାକମେଲ ଶିକାର ନହୋଇ ଆମେ ଆମ ସ୍ଵାଭିମାନକୁ ଦେଖିଲୁ। ଖାଉଟିଙ୍କ ପାଖରେ ଆଳୁ ପହଞ୍ଚିବା ଦରକାର। 

ସେହିଭଳି ରାସନ କାର୍ଡ ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି ଯେ, ରାସନ କାର୍ଡ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି। ଶୀଘ୍ର ଭୂତ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। କିଏ ମିଛ କାର୍ଡ ବ୍ୟବହାର କରୁଛନ୍ତି ଧରାପଡ଼ିବ। ପ୍ରକୃତ ହିତାଧିକାରୀଙ୍କୁ ରାସନ କାର୍ଡ ଦିଆଯିବ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.