ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଟାଟା ମୋଟର୍ସ ନିଯୁକ୍ତି ଠକେଇ ଘଟଣା : ୨ଟି ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ

Published By : Suraj Kumar | January 7, 2025 4:20 PM

ବ୍ରହ୍ମପୁର,୭।୧ : ଟାଟା ମୋଟର୍ସ ନିଯୁକ୍ତି ଠକେଇ ମାମଲାରେ ଅଭିଯୁକ୍ତଙ୍କ ବୟାନ ରେକର୍ଡ ସରିଥିବା ବେଳେ ଆଜି ଦୁଇଟି ମାମଲରେ ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଦୁଇଟି ମାମଲାରେ ଗୋପାଳପୁର ପୂର୍ବତନ ବିଧାୟକ ତଥା ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ କରିଛନ୍ତି କୋର୍ଟ । ସେହିପରି ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ କୁମାର ପାଠକଙ୍କୁ  ମଧ୍ୟ କୋର୍ଟ ଉକ୍ତ ୨ଟି ମାମଲାରେ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.