ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଏମ୍ସ ସ୍ଥାନାନ୍ତର, ପଞ୍ଜରା ହାଡ଼ ଓ ଫୁସଫୁସ୍‌ରେ ଲାଗିଛି ଆଘାତ

ବ୍ରହ୍ମପୁର, ୧୪/୦୫ : ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର। ପଞ୍ଜରା ହାଡ଼ ଓ ଫୁସଫୁସ୍‌ରେ ଆଘାତ ଲାଗିଥିବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। 

ସୂଚନାନୁଯାୟୀ, ଗୋଷାଣୀ ନୂଆଗାଁ ବୁଥ ଆଗରେ ହୋଇଥବା ଗଣ୍ଡଗୋଳରେ ଆହତ ହୋଇଥିଲେ ପ୍ରଦୀପ ପାଣିଗ୍ରାହୀ। ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କରଙ୍କ ସହ ଗଣ୍ଡଗୋଳରେ ସେ ଆହତ ହୋଇଥିଲେ। ଗତକାଲି ଆହତ ଅବସ୍ଥାରେ ତାଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ଆଜି ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.