ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଝିଞ୍ଜିରିଗୁଡା ହାଇସ୍କୁଲ ଠାରେ ''ପ୍ରଗତି'' କାର୍ଯ୍ୟକ୍ରମର ଶୁଭାରମ୍ଭ

Published By : Ladu Kishor | February 17, 2025 6:44 PM

ଦାରିଙ୍ଗବାଡି,୧୭/୨(ଆପ୍ର): ଦାରିଙ୍ଗବାଡି ବ୍ଲକର ଝିଞ୍ଜିରିଗୁଡ଼ା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ  ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନେଇ ୩ ଦିନିଆ  ବିଦ୍ୟାଳୟ ବିକାଶ କାର୍ଯ୍ୟକ୍ରମ "ପ୍ରଗତି " ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟିକାବାଲି ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନର ଅଧକ୍ଷ ଶିବ ପ୍ରସାଦ ପଣ୍ଡା ଯୋଗ ଦେଇଥିଲେ । ସାମଗ୍ରିକ ବିଦ୍ୟାଳୟ ବିକାଶର ପରିସର ଗୁଡ଼ିକ ସମ୍ପର୍କରେ ଅବଗତ, ବିଦ୍ୟାଳୟ ଉପଲବ୍ଧ ସମ୍ବଳ କୁ ଆଧାର କରି ବିଦ୍ୟାଳୟ ବିକାଶ ଯୋଜନା ପ୍ରସ୍ତୁତି କରି କାର୍ଯ୍ୟକାରୀ କରିବା ଓ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରରେ ପ୍ରଧାନ ଶିକ୍ଷକ ଙ୍କ ବୃତ୍ତିଗତ ବିକାଶ ଦିଗରେ ପ୍ରଶିକ୍ଷଣ ଦିଆ ଯାଇଥିଲା। ସିଆରସିସି ରାକେଶ ସାହୁ,ରମାକାନ୍ତ ଦିଗାଳ, ସଲିମ ନାୟକ, ଟିକାବାଲି ବ୍ଲକ କଟିମାହା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅରବିନ୍ଦ ମହାପାତ୍ର ଓ କମ୍ପୁଟର ଶିକ୍ଷକ ଅଭିଜିତ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ । 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.