ଷ୍ଟଲ୍ରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ‘ପ୍ରମେୟ’ ଓ ‘ନ୍ୟୁଜ୍-୭’ ଗ୍ରୁପ୍ ଏଡିଟର ଗୋପାଳକୃଷ୍ଣ ମହାପାତ୍ର, ଭୁବନେଶ୍ୱର ବ୍ୟୁରୋ ମୁଖ୍ୟ ଦେବେନ୍ଦ୍ର ସୁଆର, ପ୍ରସାର ବିଭାଗ ଡିଜିଏମ୍ ଗଜେନ୍ଦ୍ର ଦାସ ଓ ଏଜିଏମ୍ ରମାକାନ୍ତ ମଲ୍ଲିକଙ୍କ ସହ ଅନ୍ୟ ଅଧିକାରୀ
ସୋଆ ପ୍ରାଚୀନ ପକ୍ଷରୁ ପ୍ରକାଶିତ ପୁସ୍ତକ ଦେଖୁଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ