ପ୍ରମୂଖ ଖବର
  • ମୁମ୍ବାଇ: ଭୁଶୁଡିଲା ତିନି ମହଲା କୋଠା,ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ, ବିରାଟ ପଟୁଆରରେ ଆସି ବାବା ବରୁଣେଶ୍ବର ଓ ମା' ବିରଜାଙ୍କ ନିକଟରେ କଲେ ଆଶିଷ ଭିକ୍ଷା

ବିଞ୍ଝାରପୁର, ୦୯/୦୫ : ବିପୁଳ ଜନସମର୍ଥନ ସହ ନାମାଙ୍କନ ପତ୍ର ଦାଖଲ କଲେ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀର ହେଭିୱେଟ୍ ବିଜେଡି ବିଧାୟିକା ପ୍ରାର୍ଥୀ ପ୍ରମିଳା ମଲ୍ଲିକ। ସେ  ମାସଡ଼ା ସ୍ଥିତ ନିଜ ବାସଭବନରୁ ବିରାଟ ପଟୁଆରରେ ଆସି ବିଞ୍ଝାରପୁରର ଆରାଧ୍ୟ୍ୟ ବାବା ବରୁଣେଶ୍ବରଙ୍କ ପୂଜାର୍ଚ୍ଚନା କରିଥିଲେ। ଏହାପରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କୁ ଦର୍ଶନ କରି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। 

ବିଜେଡିର ଗଡ଼ ଭାବେ ପରିଚିତ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀରେ ପ୍ରମିଳା ମଲ୍ଲିକ ଚଳିତ ନିର୍ବାଚନକୁ ମିଶାଇ ମୋଟ ୮ଥର ବିଜୁ ଜନତା ଦଳରୁ ନିର୍ବାଚନ ଲଢ଼ିଥିବା ବେଳେ ୬ ଥର ବିଧାୟିକା ହୋଇସାରିଛନ୍ତି। ସେ ବିକାଶ ପଥରେ ଅଗ୍ରସର ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀରେ ଅନେକ ବିକାଶ ମୂଳକ କାର୍ଯ୍ୟ କରିଥିବାରୁ ଚଳିତ ନିର୍ବାଚନରେ ପୁଣି ଏଠାରେ ବିଜେଡି ଜୟ ହାସଲ କରିବ ବୋଲି ଆଶାବାଦୀ ଅଛନ୍ତି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.