ପ୍ରମୁଖ ଖବର
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ, ବିରାଟ ପଟୁଆରରେ ଆସି ବାବା ବରୁଣେଶ୍ବର ଓ ମା' ବିରଜାଙ୍କ ନିକଟରେ କଲେ ଆଶିଷ ଭିକ୍ଷା

ବିଞ୍ଝାରପୁର, ୦୯/୦୫ : ବିପୁଳ ଜନସମର୍ଥନ ସହ ନାମାଙ୍କନ ପତ୍ର ଦାଖଲ କଲେ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀର ହେଭିୱେଟ୍ ବିଜେଡି ବିଧାୟିକା ପ୍ରାର୍ଥୀ ପ୍ରମିଳା ମଲ୍ଲିକ। ସେ  ମାସଡ଼ା ସ୍ଥିତ ନିଜ ବାସଭବନରୁ ବିରାଟ ପଟୁଆରରେ ଆସି ବିଞ୍ଝାରପୁରର ଆରାଧ୍ୟ୍ୟ ବାବା ବରୁଣେଶ୍ବରଙ୍କ ପୂଜାର୍ଚ୍ଚନା କରିଥିଲେ। ଏହାପରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କୁ ଦର୍ଶନ କରି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। 

ବିଜେଡିର ଗଡ଼ ଭାବେ ପରିଚିତ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀରେ ପ୍ରମିଳା ମଲ୍ଲିକ ଚଳିତ ନିର୍ବାଚନକୁ ମିଶାଇ ମୋଟ ୮ଥର ବିଜୁ ଜନତା ଦଳରୁ ନିର୍ବାଚନ ଲଢ଼ିଥିବା ବେଳେ ୬ ଥର ବିଧାୟିକା ହୋଇସାରିଛନ୍ତି। ସେ ବିକାଶ ପଥରେ ଅଗ୍ରସର ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀରେ ଅନେକ ବିକାଶ ମୂଳକ କାର୍ଯ୍ୟ କରିଥିବାରୁ ଚଳିତ ନିର୍ବାଚନରେ ପୁଣି ଏଠାରେ ବିଜେଡି ଜୟ ହାସଲ କରିବ ବୋଲି ଆଶାବାଦୀ ଅଛନ୍ତି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.