ପ୍ରମୁଖ ଖବର
  • ଜୟପୁର: ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାରିଲା ଦିଲ୍ଲୀ କ୍ୟାପିଟାଲ୍ସ, ୧୨ ରନରେ ଜିତିଲା ରାଜସ୍ଥାନ ରୟାଲ୍ସ
  • ||
  • ହୃଦଘାତରେ ଆଖି ବୁଜିଲା ମାଫିଆ ଡନ୍ ମୁଖତାର ଅଂସାରୀ
  • ||
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ବଳଭଦ୍ରଙ୍କ ପାଇଁ ବିଜେପି ଦ୍ୱାର ଖୋଲା: ପ୍ରତାପ

ଭୁବନେଶ୍ୱର ୧୪/୩: ବିଜେଡିରୁ ଇସ୍ତଫା ଦେଇଥିବା ବଳଭଦ୍ରଙ୍କ ପାଇଁ ଦ୍ୱାର ଖୋଲାଲି ବିଜେପି । ବିଜେପିର ବରିଷ୍ଠ ନେତା ପ୍ରତାପ ଷଡଙ୍ଗୀ କହିଛନ୍ତି ଯେ ବଳଭଦ୍ରଙ୍କ ପାଇଁ ଦ୍ୱାର ଖୋଲା । ପ୍ରତାପ କହିଛନ୍ତି ଯେ ଯଦି ବଳଭଦ୍ର ବିଜେପି ପାଇଁ ଆଗ୍ରହ ଦେଖାଇବେ ତେବେ ଦଳ ବିଚାର କରିବ ।

wp:html /wp:html

ଗୁରୁବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବଳଭଦ୍ର । ତାଙ୍କୁ ଅଣଦେଖା କରୁଥିବାରୁ ଦଳ ଛାଡିଥିବା କହିଥିଲେ ବଳଭଦ୍ର । 

ଅଧିକ ପଢନ୍ତୁ ବିଜେଡିରୁ ଇସ୍ତଫା ଦେଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.