ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମା’ କିଚକେଶ୍ୱରୀଙ୍କୁ କରିବେ ଦର୍ଶନ

କରଞ୍ଜିଆ, ୧୪/୦୨ : ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଫେବୃଆରୀ ୨୯ ତାରିଖରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଖିଚିଂ ଠାରେ ଥିବା ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀ ଠାକୁରାଣୀଙ୍କୁ ଦର୍ଶନ କରିବେ। ଖିଚିଂ ମନ୍ଦିର କାର୍ଯ୍ୟାଳୟକୁ ରାଷ୍ଟ୍ରପତି ଭବନରୁ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସୂଚନା ଦିଆଯାଇଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.