ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଓଡିଶାରେ ଗଡିଲା ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୧୫/୦୯: ଓଡିଶାକୁ ମିଳିଲା ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ । ବନ୍ଦେ ଭାରତର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାଡ଼ଖଣ୍ଡର ଟାଟାରେ ଭର୍ଚୁଆଲରେ ରହି ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଦୁଇଟି ଟ୍ରେନ୍‌ ବ୍ରହ୍ମପୁରରୁ ଟାଟା ଓ ରାଉରକେଲାରୁ ହାଓଡା ଚଳାଚଳ କରିବ । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ ରାଉରକେଲାରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ରେଳ ଷ୍ଟେସନ୍‌ରେ ଉପସ୍ଥିତ ରହିଥିଲେ। ବ୍ରହ୍ମପୁରରୁ ମୁଖ୍ୟମନ୍ତ୍ରୀ ସେହି ଟ୍ରେନ୍‌ରେ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା କରୁଛନ୍ତି । ଏଥିସହିତ ଦେଶରେ ଅନ୍ୟ ୪ଟି ବନ୍ଦେ ଭାରତକୁ ମଧ୍ୟ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହିଭଳି ଭାବେ ଦେଶକୁ ମିଳିଛି ଆଉ ୬ଟି ବନ୍ଦେ ଭାରତ।

ସେହିପରି ଟିଟିଲାଗଡ଼ ଦେଇ ଯିବାକୁ ଥିବା ରାୟପୁର(ଦୁର୍ଗ)-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସକୁ ୧୬ତାରିଖରେ ଅହମ୍ମଦାବାଦରୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ବନ୍ଦେ ଭାରତ ଲୋକାର୍ପଣ ଉତ୍ସବ ବାଲୁଗାଁ, ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, କଟକ, ଯଖପୁରା, ହରିଚନ୍ଦନପୁର ଓ କେନ୍ଦୁଝରଗଡ଼ରେ ମଧ୍ୟ ଅନୁଷ୍ଠିତ ହେବ । ଭୁବନେଶ୍ୱରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଖୋର୍ଦ୍ଧା ରୋଡ୍‌ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବାଲୁଗାଁରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଜଖପୁରାରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିବେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.