ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର, ୨୬।୫ : ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି  । ୨୯ ରେ ପ୍ରଧାନମନ୍ତ୍ରୀ ଦିନିକିଆ ଗସ୍ତରେ ଆସୁଛନ୍ତି। ସେହିଦିନ ପ୍ରଧାନମନ୍ତ୍ରୀ ୩ଟି ଜନସଭାରେ ଯୋଗ ଦେଇ ଲୋକଙ୍କୁ ସମ୍ବୋଧିତ କରିବେ। ବାଲେଶ୍ବର, ବାରିପଦା ଓ କେନ୍ଦ୍ରାପଡାରେ ନିର୍ବାଚନୀ ସଭାରେ ଯୋଗ ଦେବେ। 

 ପ୍ରଥମେ ବାରିପଦା ଛଉ ପଡିଆରେ ମଧ୍ୟାହ୍ନ ୧୨ ଟା ବେଳେ ବିଶାଳ ଜନ ସଭାରେ ଉଦବୋଧନ ଦେବେ । ପରେ ବାଲେଶ୍ବରରେ  ସଭା କରିବେ ଏବଂ ଅପରାହ୍ନ  ୩ ଟା ୩୦ ରେ କେନ୍ଦ୍ରାପଡାରେ ଜନସଭା କରିବେ ପ୍ରଧାନମନ୍ତ୍ରୀ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର  ଏ ସମ୍ପର୍କରେ  ସୂଚନା ଦେଇଛନ୍ତି। 

ଆହୁରି ପଢନ୍ତୁ : ୨୯ରେ ଖଡଗେ, ୩୦ରେ ରାହୁଲ ଆସିବେ ଓଡିଶା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.