ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଭର୍ଚୁଆଲରେ ଚିତ୍ରକୋଣ୍ଡା ଓ ମାଥିଲି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା, ୨/୧୦ : ଆଜି ଅରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଓ ମାଥିଲି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ଲୋକାର୍ପିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାରା ଭାରତରେ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭ ଉଦଘାଟନ କରିଥିବା ବେଳେ ମାଥିଲି ମେଣ୍ଡକୋ ଇଲି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶୁଭ ଉଦଘାଟନ କରିଥିଲେ । ଏହି ଅବସରରେ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ, ପଛୁଆବର୍ଗ କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ  ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସେହିଭଳି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମି ଯୋଗଦେଇଥିବାବେଳେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ପିଏ ଆଇଟିଡିଏ ଜୟଶ୍ରୀ, ଚିତ୍ରକୋଣ୍ଡା ଜିଲ୍ଲା ପରିଷଦ ସଭ୍ୟା ବିନତି ଖିଲ, ମାଲକାନଗିରି ବ୍ଲକ ଉପାଧ୍ୟକ୍ଷ ନିରଞ୍ଜନ ହାଲଦାର ପ୍ରମୁଖ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.