ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଭର୍ଚୁଆଲରେ ଚିତ୍ରକୋଣ୍ଡା ଓ ମାଥିଲି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

Published By : Gurupada Nath | October 2, 2024 8:22 PM

ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା, ୨/୧୦ : ଆଜି ଅରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଓ ମାଥିଲି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ଲୋକାର୍ପିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାରା ଭାରତରେ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭ ଉଦଘାଟନ କରିଥିବା ବେଳେ ମାଥିଲି ମେଣ୍ଡକୋ ଇଲି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶୁଭ ଉଦଘାଟନ କରିଥିଲେ । ଏହି ଅବସରରେ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ, ପଛୁଆବର୍ଗ କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ  ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ସେହିଭଳି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମି ଯୋଗଦେଇଥିବାବେଳେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ପିଏ ଆଇଟିଡିଏ ଜୟଶ୍ରୀ, ଚିତ୍ରକୋଣ୍ଡା ଜିଲ୍ଲା ପରିଷଦ ସଭ୍ୟା ବିନତି ଖିଲ, ମାଲକାନଗିରି ବ୍ଲକ ଉପାଧ୍ୟକ୍ଷ ନିରଞ୍ଜନ ହାଲଦାର ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.