ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ପଞ୍ଜାବ ମୁକ୍ତସରରେ ଭାରସାମ୍ୟ ହରାଇ କେନାଲକୁ ଖସିଲା ବସ୍, ୮ ମୃତ...

ନୂଆଦିଲ୍ଲୀ: ପଞ୍ଜାବର ମୁକ୍ତସର ଠାରେ ମଙ୍ଗଳବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଘରୋଇ ଯାତ୍ରୀବାହୀ ବସ୍ କେନାଲ ଭିତରକୁ ଖସି ପଡିବା କାରଣରୁ ୮ ଜଣଙ୍କର ମୃତ୍ୟୁ ଘଟିଛି । କିଛି ଯାତ୍ରୀ ନିଖୋଜ ରହିଥିବା ମଧ୍ୟ ଆଶଙ୍କା କରାଯାଉଛି । ବସ୍‌ରେ ୬୦ ରୁ ୬୫ ଜଣ ଯାତ୍ରୀ ଥିଲେ । ସେଥିମଧ୍ୟରୁ ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି । ୧୧ ଜଣ ଯାତ୍ରୀ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଭଗବଂତ ମାନ ଦୁଃଖ ପ୍ରକାଶ କରି ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । 

 ସୂଚନାଥାଉକି, ଯେ ଏହି ଦୁର୍ଘଟଣା କୋଟକପୁରା ରାସ୍ତାର ଝାବେଲୱାଲି ଗ୍ରାମ ନିକଟରେ ହୋଇଛି । ଏକ ଘରୋଇ କମ୍ପାନୀର ବସ୍ ହଠାତ୍ ସିରହିଣ୍ଡ କେନାଲରେ ଖସିପଡିଥିଲା। ଯାତ୍ରୀମାନଙ୍କ ଚିତ୍କାର ଶୁଣି ଲୋକମାନେ ପୋଲିସ ପ୍ରଶାସନକୁ ସୂଚନା ଦେଇ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ପୋଲିସ ଏବଂ ଏନଡିଆରଏଫ ଘଟଣାସ୍ତଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲା । କୁହାଯାଉଛି ଯେ ଦୁର୍ଘଟଣା ସମୟରେ ବସର ବେଗ ଅଧିକ ଥିଲା । ବସଟି କେନାଲର ଲୁହା ଗ୍ରିଲକୁ ଭାଙ୍ଗି କେନାଲରେ ପଡ଼ିଯାଇଥିଲା । 

Copyright © 2022 - Summa Real Media Private Limited. All Rights Reserved.