ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର, ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର, ୩୦।୦୩ : ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ଓ ଅନ୍ୟାନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି। 


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.