ପ୍ରମୁଖ ଖବର
  • ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ
  • ||
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ବେକାରୀ ସମସ୍ୟା ନେଇ ବିଜେପି ଯୁବ ମୋର୍ଚ୍ଚାର ବିକ୍ଷୋଭ

ନୀଳଗିରି, ୭/୫ : ବାଲେଶ୍ଵରରେ ଉତ୍କଟ ବେକାରୀ ସମସ୍ୟା। ଶିକ୍ଷିତ ଯୁବକ ଯୁବତୀ ଏଠି ବେରୋଜଗାର। ଶିକ୍ଷା ବ୍ୟବସ୍ଥା ଏଠି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ଯାହାଫଳରେ ବେକାରୀ ସମସ୍ୟା ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରି ମଙ୍ଗଳବାର ରାଜରାସ୍ତାକୁ ଓହ୍ଲାଇଛି ବିଜେପି ଯୁବ ମୋର୍ଚ୍ଚା। ବାଲେଶ୍ଵର ଜିଲ୍ଲା ଓ ନୀଳଗିରି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଫକୀର ମୋହନ ବିଶ୍ୱବିଦ୍ୟାଳୟ ଫାଟକ ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଛି। ଏହି ସଭାରେ ବହୁ ସଂଖ୍ୟାରେ ବିଜେପି ଯୁବ ମୋର୍ଚ୍ଚାର କର୍ମୀ ଯୋଗ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.