ବଙ୍ଗୋମୁଣ୍ଡା,୧୩/୦୫: ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ମିଳିତ ଜନ ଅଭିଯୋଗ ଶୁଣାଣି ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲ୍ୱାର ଯୋଗ ଦେଇ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ଏଥିସହ ତାର ସମାଧାନ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀଗଣ ଯୋଗ ଦେଇ ଶୁଣାଣିରେ ଅଂଶ ଗ୍ରହଣ କରିଥିଲେ । ସେହିପରି ବ୍ଲକର ସମସ୍ତ କର୍ମଚାରୀ ମଧ୍ୟ ଯୋଗ ଦେଇଥିଲେ ।

ରାଜ୍ୟ କମିଟି ପୂର୍ବରୁ ଜିଲ୍ଲା ସଜାଡ଼ୁଛି କଂଗ୍ରେସ, ପ୍...