ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ପ୍ରବଳ ବର୍ଷା ପାଇଁ ପୁରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ପୁରୀ ୨୬/୦୯ : ପ୍ରବଳ ବର୍ଷା ପାଇଁ ପୁରୀରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା । ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟକକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁ ।  

ସୂଚନା  ଅନୁଯାୟୀ, ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ପୁରୀ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗୁରୁବାର ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଘଡ଼ଘଡି ସହ ପ୍ରବଳ ବର୍ଷା ପାଣିପାଗ ବିଭାଗ ଆକଳନ କରିଛି । ଏହି କ୍ରମରେ ପୁରୀ ଜିଲ୍ଲାରେ ବୁଧବାର ରାତିରୁ ପ୍ରବଳ ବର୍ଷା ଲାଗି ରହିଛି । ଯାହାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଜିଲ୍ଲାପାଳଙ୍କ ଘୋଷଣା ମୁତାବିକ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ପ୍ରବଳ ବର୍ଷା ଲାଗି ଛୁଟି ଘୋଷଣା କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.