ପ୍ରମୂଖ ଖବର
  • ଆମେରିକା ବନାମ ଆୟର୍ଲାଣ୍ଡ ମ୍ୟାଚ୍‌ ବାତିଲ, ଟି-୨୦ ବିଶ୍ବକପରୁ ପାକିସ୍ତାନ ଆଉଟ୍
  • ||
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ପୁରୀରେ ସମ୍ମାନ ରଖିଲେ ସୁନୀଲ୍, ଜିତିଲେ ବାପାଙ୍କ ପାରମ୍ପରିକ ଆସନ

ପୁରୀ ୦୪/୦୬: ପୁରୀ ବିଧାନସଭା ଆସନରେ ବିଜେପିକୁ ଝଟକା। ଜୟନ୍ତ ଷଡଙ୍ଗୀଙ୍କୁ ୫୧୭୮ ଖଣ୍ଡ ଭୋଟରେ ହରାଇଲେ ସୁନୀଲ ମହାନ୍ତି। ବିଜେଡିକୁ ୭୪୭୦୯ ଖଣ୍ଡ  ଭୋଟ ମିଳିଥିବା ବେବେ ଜୟନ୍ତ ଷଡଙ୍ଗୀ ୬୯୫୩୧ ଖଣ୍ଡ ଭୋଟ ପାଇଛନ୍ତି। ସେହିଭଳି କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ୧୩୧୬୯ ଖଣ୍ଡ ପାଇଛନ୍ତି। 

ସୂଚନା ମୁତାବିକ, ଦିବଙ୍ଗତ ନେତା ମହେଶ୍ଵର ମହାନ୍ତିଙ୍କ ପୁତ୍ର ସୁନୀଲ ମହାନ୍ତି  ପୁରୀରେ ବିଜେଡିର ବିଶାଳ ବିଜୟ। ସେ ନିକଟତମ ପ୍ରତିନ୍ଦ୍ବନ୍ଦ୍ବୀ ଜୟନ୍ତ ଷଡଙ୍ଗୀଙ୍କୁ ୫ ହଜାର ଅଧିକ ଭୋଟରେ ପରାସ୍ତ କରିଛନ୍ତି। ଶ୍ରକ୍ଷେତ୍ରରେ ବିଜେପି ଲୋକସଭା ପ୍ରାର୍ଥୀ ଭଳ କରିଥିବା ବେଳେ ବିଧାନସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାଓ୍ବା କାମ ଦେଇନଥିଲା। ପୁରୀ ବିକାଶ କ୍ଷେତ୍ରରେ ଜୟନ୍ତଙ୍କ ଆଖିଦୃଶିଆ କାମ କରିନଥିବା ଜନତା ଜନାର୍ଦ୍ଦନ ତାଙ୍କୁ ପ୍ରତ୍ୟାଖାନ କରିଛନ୍ତି। ଶ୍ରକ୍ଷେତ୍ର ପରିକ୍ରମା ପ୍ରକଳ୍ପ ଓ ଲୋକସମ୍ପର୍କ ଭଳି ଥିବାରୁ ସୁନୀଲ ମହାନ୍ତି ବିଶାଳ ବିଜୟ ମିଳିଛି।

  • PrameyaOdia
  • prameya
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.