PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବତୀ, ବ୍ଲୁଫ୍ଲାଗ୍ ବିଚ୍‌ରୁ ଉଦ୍ଧାର ହେଲା ମୃତଦେହ

ପୁରୀ, ୦୯/୦୮ : ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବତୀ। ମୃତ ଯୁବତୀ ଜଣକ ହେଉଛନ୍ତି ରାୟଗଡ଼ ଛତିଶଗଡ଼ ଅଞ୍ଚଳର ମିନାକ୍ଷୀ ନାୟକ। ଲାଇଫ୍ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଖୋଜାଖୋଜି କରିବା ପରେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି।

ସୂଚନାନୁଯାୟୀ, ସମୁଦ୍ର କୂଳ ସେକ୍ଟର ୧ ନଂରେ ମିନାକ୍ଷୀ ତାଙ୍କର ବନ୍ଧୁଙ୍କ ସହ ସ୍ନାନ କରୁଥିବା ବେଳେ ଗଭୀର ସମୁଦ୍ର ଭିତରକୁ ଭାସି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲାଇଫ୍ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଖୋଜାଖୋଜି କରିବା ପରେ ବ୍ଲୁଫ୍ଲାଗ୍ ବିଚ୍‌ରୁ ଯୁବତୀଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ହେଲେ ଡାକ୍ତର ସେଠାରେ ଯୁବତୀଙ୍କୁ ମୃତ ଘୋଷଣା କରିଛନ୍ତି।

ସମ୍ବନ୍ଧିତ ଖବର