ପୁରୀ ୨୦/୦୫: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ଭଣ୍ଡାର ମେକାପ ସେବାୟତ ଦାଦା-ପୁତୁରା ହାତାହାତି ଘଟଣାରେ ଆକ୍ସନ୍। ବରିଷ୍ଠ ସେବାୟତ ନାରାୟଣ ମେକାପ ନିଲମ୍ବିତ କଲା ଶ୍ରୀମନ୍ଦିର ପ୍ରଶାସନ। ସେବା ଖଟିବା ବିବାଦକୁ ନେଇ ଭଣ୍ଡାର ମେକାପ ମଧୁସୂଦନ ମେକାପ (କୁନିପୁଅ) ଓ ପୁତୁରା ନାରାୟଣ ମେକାପ (କିଷନ)ଙ୍କ ମଧ୍ୟରେ ହାତାହାତି ଏବଂ ପାଟିତୁଣ୍ଡ ହୋଇଥିଲା । ପ୍ରାଶାସନିକ ଅଧିକାରୀ ଓ ପୁଲିସର ହସ୍ତକ୍ଷେପ ପରେ ବନ୍ଦ ହୋଇଥିଲା ବଚସା।

ଅଧିକ ପଢ଼ନ୍ତୁ :-  Shree Mandir News: ଇତିହାସ ସୃଷ୍ଟି କଲା ବିଶୃଙ୍ଖଳିତ ଘଟଣା, ରତ୍ନଭଣ୍ଡାର ଭିତରେ ଭଣ୍ଡାର ମେକାପ ଦାଦା-ପୁତୁରା ହାତାହାତି