ପୁରୀ, ୨୬।୩: ଚୈତ୍ର କୃଷ୍ଣ ଦ୍ୱିତୀୟ ତିଥିରେ ଶ୍ରୀ ବିଗ୍ରହଙ୍କ ବନକ ଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ସ୍ୱତନ୍ତ୍ର ନୀତିକାନ୍ତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦୀର୍ଘ ୩ ଘଣ୍ଟା ଧରି ବନ୍ଦ ରହିବ ଦର୍ଶନ । ଏହି ସମୟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେନି ଭକ୍ତ । ସନ୍ଧ୍ୟା ୬ଟାରୁ ରାତି ୧୦ ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
![PCC](https://odia.prameya.com/prameya/document/compress/2/comp_2_134_1722052833907.webp)
କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ...