ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଏମବିବିଏସ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ବ୍ରହ୍ମପୁର, ୧୨/୦୨ : ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଏମବିବିଏସ ଛାତ୍ରଙ୍କୁ ରାଗିଂ ଅଭିଯୋଗ। ୨ ନମ୍ଵର ହଷ୍ଟେଲରେ ଜଣେ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ପୀଡ଼ିତ ଛାତ୍ର ଏମକେସିଜି ଡିନଙ୍କୁ ଇମେଲ ଯୋଗେ ଅଭିଯୋଗ କରିଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ୍ ପ୍ରଥମ ବର୍ଷ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ୨ ନମ୍ଵର ହଷ୍ଟେଲରେ ଜଣେ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଅକଥନୀୟ ନିର୍ଯାତନା ଦେଇଛନ୍ତି। ପୀଡ଼ିତ ଛାତ୍ର ମକେସିଜି ଡିନଙ୍କୁ ଇମେଲ ଯୋଗେ ଅଭିଯୋଗ କରିଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଟ୍ଵିଟ୍ କରି ଅଭିଯୋଗ କରିଛନ୍ତି। ତେବେ ଏପର୍ଯ୍ୟନ୍ତ ଏମକେସିଜି ତରଫରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.