ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଏମବିବିଏସ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ବ୍ରହ୍ମପୁର, ୧୨/୦୨ : ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଏମବିବିଏସ ଛାତ୍ରଙ୍କୁ ରାଗିଂ ଅଭିଯୋଗ। ୨ ନମ୍ଵର ହଷ୍ଟେଲରେ ଜଣେ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ପୀଡ଼ିତ ଛାତ୍ର ଏମକେସିଜି ଡିନଙ୍କୁ ଇମେଲ ଯୋଗେ ଅଭିଯୋଗ କରିଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ୍ ପ୍ରଥମ ବର୍ଷ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ୨ ନମ୍ଵର ହଷ୍ଟେଲରେ ଜଣେ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଅକଥନୀୟ ନିର୍ଯାତନା ଦେଇଛନ୍ତି। ପୀଡ଼ିତ ଛାତ୍ର ମକେସିଜି ଡିନଙ୍କୁ ଇମେଲ ଯୋଗେ ଅଭିଯୋଗ କରିଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଟ୍ଵିଟ୍ କରି ଅଭିଯୋଗ କରିଛନ୍ତି। ତେବେ ଏପର୍ଯ୍ୟନ୍ତ ଏମକେସିଜି ତରଫରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.