ପ୍ରମୂଖ ଖବର
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କୁମ୍ଭ ରାଶିରେ ବକ୍ର ଚଳନ କରିବେ ରାହୁ, ଏହି ରାଶିର ବଦଳିବ ଭାଗ୍ୟ...

Published By : Harapriya Sethi | May 9, 2025 7:43 AM

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଗୋଟିଏ ରାଶିରେ ପ୍ରାୟ ୧୮ ମାସ ପର୍ଯ୍ୟନ୍ତ ଚଳନ କରି ରହି ଥାନ୍ତି । ରାହୁ ଏହି ସମୟରେ ମୀନ ରାଶିରେ ରହିଛନ୍ତି । ମେ ୧୮ ତାରିଖରେ କୁମ୍ଭ ରାଶିରେ ଓଲଟା ଚଳନ କରିବେ । ରାହୁଙ୍କ ଏହି ଚଳନ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନାଭଳି ଚମକିବ ।

ମେଷ – ରାହୁଙ୍କ ଏହି ଚଳନ ଫଳରେ ମେଷ ରାଶି ବ୍ୟକ୍ତି ବିଶେଷଙ୍କୁ ଖୁସି ମିଳିବ । ବ୍ୟବସାୟରେ ବଡ ଲାଭ ହେବ । ସମସ୍ତ କାର୍ଯ୍ୟରେ ଉନ୍ନତି ହେବ । ଧନ ସମ୍ପତ୍ତି ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ହଠାତ୍‌ ଧନ ମିଳିବ ।

ମିଥୁନ- ଏହି ରାଶିଙ୍କ ପାଇଁ ସମୟ ଅନୁକୂଳ ରହିଛି । ହଠାତ୍‌ ଧନ ବୃଦ୍ଧି ହେବ । ବ୍ୟବସାୟରେ ବଡ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ଶୁଭ ପରିବର୍ତ୍ତନ ହେବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି । ଅଟକି ଥିବା ଧନ ମିଳିବ ।

ସିଂହ- ସିଂହ ରାଶିର ବ୍ୟକ୍ତିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବିଛା- ଏହି ରାଶିର ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟୀଙ୍କୁ ଶୁଭଫଳ ମିଳିବ । ନୂଆ କାମ ଆରମ୍ଭ କରିବେ ।

ମୀନ- ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍‌ ଧନ ଲାଭ ହେବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ବଡ ଉନ୍ନତି ହେବ । ସମୟ ଅନୁକୂଳ ରହିଛି । ଭାଗ୍ୟର ସାଥ୍‌ ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.