ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଆଜି ଜମ୍ମୁ ଓ କାଶ୍ମୀରରେ ନିର୍ବାଚନ ପ୍ରଚାର କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୦୪/୦୯: ପାଖେଇ ଆସୁଛି ନିର୍ବାଚନ । ଏନେଇ ଜମ୍ମୁ ଓ କାଶ୍ମୀରରେ ଆଜି ନିର୍ବାଚନ ପ୍ରଚାର କରିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବାନିହାଲରୁ ନିର୍ବାଚନ ଲଢୁଥିବା ପୂର୍ବତନ ଜମ୍ମୁ ଓ କାଶ୍ମୀର କଂଗ୍ରେସ ମୁଖ୍ଯ ବିକାର ରସୋଲ ୱାନିଙ୍କ ଲାଗି ପ୍ରଚାର କରିବେ ରାହୁଲ। ରାମବନ ଜିଲ୍ଲାର ଗୁଲରେ ସେ ୱାନିଙ୍କ ସପକ୍ଷରେ ପ୍ରଚାର କରିବେ।

ସେହିପରି ଅନନ୍ତନାଗ ଜିଲ୍ଲାର ଦୋରୁରେ ଆୟୋଜିତ ସାଧାରଣ ସଭାରେ ରାହୁଲ ଉଦବୋଧନ ଦେବା ସହ ପୂର୍ବତନ ମନ୍ତ୍ରୀ ଗୁଲାମ ଅହମ୍ମଦ ମୀରଙ୍କ ଲାଗି ପ୍ରଚାର କରିବେ। ବିଧିବଦ୍ଧ ଭାବେ ଜାମ୍ମୁ ଓ କାଶ୍ମୀରରେ କଂଗ୍ରେସର ନିର୍ବାଚନ ପ୍ରଚାର ଆରମ୍ଭ କରିବେ ରାହୁଲ।ତେବେ ୯୦ ଆସନ ବିଶିଷ୍ଟ ଜମ୍ମୁ ଓ କାଶ୍ମୀର ଭୋଟ ସେପ୍ଟେମ୍ବର ୧୮,ସେପ୍ଟେମ୍ବର ୨୫ ଓ ଅକ୍ଟୋବର ୧ରେ ତିନି ପର୍ଯ୍ୟାୟରେ ହେବ। ନିର୍ବାଚନରେ କଂଗ୍ରେସର ତାରକା ପ୍ରଚାରକ ହେବେ ରାହୁଲ ଗାନ୍ଧି, ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି। ୨୦୧୯ରେ ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଲାଗି ଜାମ୍ମୁ ଓ କାଶ୍ମୀରରେ ନିର୍ବାଚନ ହେବ।

  • prameyanews
  • PrameyaOdia
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.