PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

ଆଜି ପ୍ରଥମ ଥର ବାୟନାଡ଼ ଯିବେ ରାହୁଲ, ମୋଦୀ ବି ଯିବେ କେରଳ

ନୂଆଦିଲ୍ଲୀ ୭ା୬: ଲୋକସଭା ନିର୍ବାଚନ ଫଳାଫଳ ପରେ ଆଜି ରାହୁଲ ଗାନ୍ଧୀ ପ୍ରଥମ ଥର ପାଇଁ କେରଳର ବାୟନାଡ଼ ଯିବେ| ଭୋଟରଙ୍କୁ ଭେଟିବା ସହ ସେମାନଙ୍କୁ ଧନ୍ୟବାଦ ଜଣାଇବେ |ଦ୍ବିପହରରେ ରାହୁଲ କଲିକବୁ ବିମାନବନ୍ଦରରେ ପହଞ୍ଚିବେ | ଏହାପରେ ଲୋକଙ୍କୁ ଭେଟିବା ସହ ତାଙ୍କୁ ସ୍ୱାଗତ କରିବାକୁ କଂଗ୍ରେସ କର୍ମୀ ଉତ୍ସାହିତ ହୋଇପଡିଛନ୍ତି |

ଠିକ ସେହିପରି ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ କେରଳ ଗସ୍ତରେ ଯିବେ | ଆଜି ସନ୍ଧ୍ୟାରେ ମୋଦୀ କୋଚିରେ ପହଂଚିବା ସହ ଏଠାରେ ରାତ୍ରି ବିଶ୍ରାମ କରିବେ | ଶନିବାର ଦିନ ସକାଳେ ଗୁରୁବପୁର ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ଏକ ଜନସଭାକୁ ମଧ୍ୟ ସମ୍ବୋଧିତ କରିବେ | ଏହାପରେ ମୋଦୀ ମାଳଦ୍ଵୀପ ଗସ୍ତରେ ଯିବେ |