ପ୍ରମୂଖ ଖବର
  • ବହୁଚର୍ଚ୍ଚିତ କୋଲକାତା ଆର୍. ଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ, ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ
  • ||
  • ଫିରିଙ୍ଗିଆ : ବାଇକ୍‌ ଦୁର୍ଘଟଣାରେ ଶିକ୍ଷକ ମୃତ, ଦୁଇ ଗୁରୁତର
  • ||
  • କୋଣାର୍କ ସୂର୍ଯ୍ୟମନ୍ଦିରରେ ସିଙ୍ଗାପୁର ରାଷ୍ଟ୍ରପତି, ୪ ଘଣ୍ଟା ପାଇଁ ପର୍ଯ୍ୟଟକଙ୍କ କଟକଣା ଲାଗୁ
  • ||
  • ମାଲକାନଗିରି : କୁମ୍ବିଂ ଅପରେସନ୍‌ ବେଳେ ମାଓବାଦୀଙ୍କ ସୁଡଙ୍ଗ ଠାବ, ଶତାଧିକ ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ
  • ||
  • ମାଲକାନଗିରି : ରୋଗୀ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବାପ ଝିଅ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ଦ୍ୱିତୀୟ ଦିନରେ ନବ ଦାସ ଭାଇଙ୍କ ଘରେ ଆଇଟି ରେଡ୍‌, ଲିଙ୍କ୍‌ରେ ଥିବା କଣ୍ଟ୍ରାକ୍ଟର, ବିଲ୍‌ଡରଙ୍କ ଘରେ ଚାଲିଛି ଚଢ଼ାଉ
  • ||
  • ପାରାଦୀପ : ହାଇୱା ଧକ୍କାରେ ଚାଲିଗଲା ଶ୍ରମିକଙ୍କ ଜୀବନ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡ଼ିରେ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ସାରା ଓଡ଼ିଶାରେ ଚାଲିଛି ପକ୍ଷୀ ଗଣନା, ଗଣନାକାରୀ ଟିମ୍‌ ସହ ବିଶେଷଜ୍ଞ ଓ ଗାଇଡ୍‌ ନିୟୋଜିତ
  • ||
  • ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ରହିବ ଶୀତର ପ୍ରକୋପ, ୩ ଦିନ ଯାଏ ୯ ଜିଲ୍ଲାକୁ କୁହୁଡ଼ି ଆଲର୍ଟ
  • ||

ଅରାଙ୍ଗ ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ: ୫୩୫ ଲିଟର ଦେଶୀ ରନ୍ଧା ମଦ ଜବତ, ୩ ଗିରଫ

Published By : Harapriya Sethi | November 10, 2024 2:44 PM

ଖୋର୍ଦ୍ଧା,୧୦/୧୧: ଆକ୍ସନ ମୋଡ଼ରେ ଅବକାରୀ ବିଭାଗ । ଅରାଙ୍ଗ ଜଙ୍ଗଲରେ ଚଢାଉ କରି ୫୩୫ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ଗୋଟିଏ ପରିବାରର ବାପା, ମା ଏବଂ ପୁଅକୁ ଗିରଫ କରାଯାଇଛି । ଖୋର୍ଦ୍ଧା ଜିଲ୍ଲା ଅରାଙ୍ଗ ଜଙ୍ଗଲରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଅରାଙ୍ଗ ଜଙ୍ଗଲରେ ଦେଶୀ ରନ୍ଧା ମଦ ତିଆରି କରାଯାଉଥିବା ନେଇ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା ଅବକାରୀ ବିଭାଗ । ଖବର ପାଇ ଉକ୍ତ ଜଙ୍ଗଲରେ ଚଢାଉ କରିଥିଲା । ଚଢାଉ କରି ଜଙ୍ଗଲରୁ ୫୩୫ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି ଅବକାରୀ ବିଭାଗ । ଏହି ଘଟଣାର ସମ୍ପୃକ୍ତ ଥିବା ଗୋଟିଏ ପରିବାରର  ବାପା, ମା ଏବଂ ପୁଅକୁ ଗିରଫ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.