ପ୍ରମୂଖ ଖବର
  • ପାରାଦୀପ ବନ୍ଦରରେ ସିବିଆଇ ଚଢ଼ାଉ, ପୋର୍ଟ ପ୍ରଶାସନ ବିଲ୍ଡିଂରେ ୪ ଜିଣିଆ ଟିମ୍‌ର ଖୋଳତାଡ
  • ||
  • କଟକ : ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ର ବିଜାପୁରରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ୨୨ ନକ୍ସଲ ସଫା, ଜଣେ ଯବାନ ସହିଦ୍
  • ||
  • ନୟାଗଡ଼ରେ ଅଭାବନୀୟ ଘଟଣା, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ
  • ||
  • ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହୋହାଲ୍ଲା, ୧୨ଟା ଯାଏଁ ଗୃହ ମୁଲତବୀ
  • ||
  • ଗଜପତି: ଦୁଇ ବ୍ୟବସାୟୀଙ୍କ ଭାଇଙ୍କ ଘରେ ଆଇଟି ଚଢ଼ାଊ, ଆୟକର ବିଭାଗ ୧୨ ଅଧିକାରୀ ସାମିଲ୍
  • ||
  • ସମ୍ବଲପୁର: ପିଲାଙ୍କ ଭବିଷ୍ୟତ ସହିତ ସାଙ୍ଘାତିକ ଖେଳ, ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଘୂରି ବୁଲୁଛି ୭ମ ଏବଂ ୮ମ ପ୍ରଶ୍ନପତ୍ର
  • ||
  • ବୌଦ୍ଧ : ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲା : ରାଜା ଚକ୍ରଙ୍କ ସହଯୋଗୀ ସମୀର ଜେନା
  • ||
  • ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ
  • ||
  • ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାରେ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
  • ||

ଭାରୀଯାନ ବାଜି ଖସିପଡିଲା ରେଳଓ୍ବେ ବାଡ, ଯାନବାହନ ଚଳାଚଳ ବାଧାପ୍ରାପ୍ତ

Published By : Prameya | March 3, 2025 11:23 PM

ଭୁବନେଶ୍ବର,୩।୩ : ଭାରିଯାନ ବାଜି ଖସି ପଡିଲା ମଧୁପାଟଣା ଛକରେ ଥିବା ରେଳ ଲାଇନ ଲୁହା ବାଡ। କଟକର ମୁଖ୍ୟ ପ୍ରବେଶ ପଥରେ ଏହା ଖସି ପଡ଼ିଥିବା ବେଳେ ସୌଭାଗ୍ୟବଶତଃ କାହାର କିଛି କ୍ଷତି ହୋଇ ନାହିଁ।

ଏହି ଲୁହା ବାଡ ପଡ଼ିବା କାରଣରୁ ରାସ୍ତାରେ  ଅଧ ଘଣ୍ଟା ଧରି ଗାଡ଼ି ଚଳାଚଳ ବାଧାପ୍ରାପ୍ତ  ହୋଇଥିଲା। ବିଶେଷ କରି ବଡ଼ ଗାଡ଼ି ଓ ବସ୍ କୁ ଅନ୍ୟ ରାସ୍ତା ଦେଇ ଯିବାକୁ ପଡ଼ିଥିଲା। ଏହା ପରେ ରେଳବାଇ କର୍ତ୍ତୃପକ୍ଷ ଆସି ଖସି ପଡ଼ିଥିବା ଲୁହାବାଡକୁ ହଟାଇଥିଲେ। ପୂର୍ବରୁ ମଧ୍ୟ ଏହିଭଳି ଅନେକ ଥର ଲୁହା ବାଡ୍ ପଡ଼ିଥିବା ବେଳେ ଆଜି ଏହାର ପୁନରାବୃତ୍ତି ଘଟିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.