ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB

Published By : Rasmita Pradhan | July 10, 2025 8:30 AM

ନୂଆଦିଲ୍ଲୀ, ୧୦/୦୭ : ଆର୍ଥିକ ବର୍ଷ ୨୦୨୫- ୨୬ରେ ରେଳ ନିଯୁକ୍ତି ବୋର୍ଡ ୫୦ ହଜାର ନିଯୁକ୍ତି ପ୍ରଦାନ କରିବ । ଚଳିତ ଆର୍ଥିକ ବର୍ଷ ପ୍ରଥମ ତ୍ରୈମାସରେ ୯ ହଜାର ନିଯୁକ୍ତି କରିଛି ରେଲୱେ । ପରୀକ୍ଷା କେନ୍ଦ୍ର ଗୁଡ଼ିକ ପରୀକ୍ଷାର୍ଥୀଙ୍କ ଘର ନିକଟରେ ଯେଭଳି ରହିବ ସେ ସମ୍ପର୍କରେ ପଦକ୍ଷେପ ଗ୍ରହଣ କରାଯାଇଛି । ଏଥିରେ ମହିଳା ଏବଂ ଦିବ୍ୟାଙ୍ଗକୁ ଧ୍ୟାନରେ ରଖାଯାଇଛି । ୨୦୨୪ ପରଠୁ ରେଳ ନିଯୁକ୍ତି ବୋର୍ଡ ୧.୦୮ ଲକ୍ଷ ନିଯୁକ୍ତି ଲାଗି ୧୨ଟି ବିଜ୍ଞପ୍ତି ପ୍ରକାଶ କରିଛି । ଏଥିରୁ ୨୦୨୬-୨୭ ଅବଧିରେ ୫୦ ହଜାର ନିଯୁକ୍ତି ନେଇ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇଛି । 

ରେଳ ମନ୍ତ୍ରାଳୟ କହିବାନୁଯାୟୀ, ଆରଆରବିର ପରୀକ୍ଷା ପାଇଁ ସିବିଟି ଆୟୋଜନ କରିବା ଏକ ବଡ଼ ପ୍ରକ୍ରିୟା। ଏଥିପାଇଁ ବ୍ୟାପକ ପ୍ଲାନିଂ ଏବଂ ସମନ୍ଵୟର ଆବଶ୍ୟକତା ରହିଛି। ପରୀକ୍ଷାରେ ସ୍ଵଚ୍ଛତା ରଖିବା ପାଇଁ ଆରଆରବି ଏଥର ନୂଆ ପନ୍ଥା ଆପଣେଇଛି। ପରୀକ୍ଷାରେ ସ୍ୱଚ୍ଛତା ଲାଗି ଇ-କେୱାଇସି ଆଧାର ପ୍ରମାଣନ ବ୍ୟବସ୍ଥା କରାଯାଇଛି ।  ଏହି ଯୋଜନାରେ ୯୫ ପ୍ରତିଶତ ସଫଳତା ମିଳିଛି। କପି ରୋକିବା ପାଇଁ ଶତ ପ୍ରତିଶତ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଜାମର ବ୍ୟବସ୍ଥା କରାଯାଇଥିବା ରେଲୱେ ପକ୍ଷରୁ ସୂଚନା ମିଳିଛି । ଏହା ସବୁ ପ୍ରକାରର ଇଲେକ୍ଟ୍ରୋନିକ୍ ଡିଭାଇସ୍‌ର ବ୍ୟବହାରକୁ ରୋକିବ.



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.