ପ୍ରମୂଖ ଖବର
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଛାତରୁ ଝରୁଛି ପାଣି, ଶ୍ରେଣୀ ଗୃହ ଓଦା; ବାରଣ୍ଡାରେ ବସି ପଢୁଛନ୍ତି ଛାତ୍ରଛାତ୍ରୀ

Published By : Harapriya Sethi | July 3, 2025 12:13 PM

କେସିଙ୍ଗା,୦୩/୦୭: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ୍ କୋକୋଡମାଲ ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶୋଚନୀୟ ଅବସ୍ଥା । ଛାତ ମରାମତି ହୋଇନଥିବାରୁ ସାମାନ୍ୟ ବର୍ଷାରେ ଶ୍ରେଣୀ ଗୃହରେ ପାଣି ଭାସୁଛି । ଫଳରେ ଛାତ୍ରଛାତ୍ରୀମାନେ ଖୋଲାମେଲା ବାରଣ୍ଡାରେ ବସି ପାଠପଢ଼ିବାକୁ ବାଧ୍ୟ ହେଉଛନ୍ତି । ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.