ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଶ୍ରମିକଙ୍କ ମୃତ୍ୟୁକାଳୀନ ବୀମାରାଶି ହଡପ ଅଭିଯୋଗ, ରାୟଗଡା ଶ୍ରମ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା, ୨୮/୦୬ : ରାୟଗଡା ଜିଲ୍ଲା ଶ୍ରମ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ। ଭିଜିଲାନ୍ସ ବିଭାଗର ଇନ୍ସପେକ୍ଟର ତରୂଲତା ବେହେରାଙ୍କ ନେତୃତ୍ୱରେରେ ରାୟଗଡ଼ା ଜିଲ୍ଲା ଭିଜିଲାନ୍ସ ପକ୍ଷରୁ ୪ ଜଣିଆ ଦଳ ଏହି ଚଢାଉ କରିଛନ୍ତି। ଚଢାଉ ବେଳେ ବିଭାଗର ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ସବୁ ଭିଜିଲାନ୍ସ ଜବତ କରିଛି। କଡ଼ା ସୁରକ୍ଷା ଭିତରେ ଏହି ରେଡ୍ ଚାଲିଛି।

ଅନ୍ୟପକ୍ଷରେ ଶ୍ରମିକମାନଙ୍କ ମୃତ୍ୟୁକାଳୀନ ବୀମା ରାଶି ହଡପ ଅଭିଯୋଗ ଆଧାରରେ ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ, ଶ୍ରମ ଅଧିକାରଣୀ ଯସ୍ମୀନ ସୁଭଦର୍ଶନୀ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.