ପ୍ରମୂଖ ଖବର
  • ଗୋପାଳପୁର ଗଣଦୁର୍ଷମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ଗନ୍ଧମାର୍ଦ୍ଦନ ସମବାୟ ଦୁର୍ନୀତି ମାମଲା; ରାଜା ଚକ୍ର ଏବଂ ୩ ସହଯୋଗୀଙ୍କ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ…

Published By : Ladu Kishor | May 16, 2025 5:37 PM

କଟକ ୧୬/୦୫: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ସମବାୟ ସମିତିରେ କୋଟି କୋଟି ଟଙ୍କାର ଦୁର୍ନୀତି ମାମଲାରେ କ୍ରାଇମ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ରାଜା ଚକ୍ର ଏବଂ ତାଙ୍କର ଅନ୍ୟ ୩ଜଣ ସହଯୋଗୀଙ୍କୁ ଗିରଫ କରିଥିଲା। ଗିରଫ ପରେ ସମସ୍ତ ଅଭିଯୁକ୍ତ ଜାମିନି ପାଇଁ ନିମ୍ନ ଅଦାଲତଙ୍କ ଦ୍ୱାରସ୍ତ ହୋଇଥିଲେ । ତେବେ ସେଠାରୁ ଜାମିନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ହାଇକୋର୍ଟ ଗତ ୯ ତାରିଖରେ ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଏବେ ଜାମିନ ମାମଲାର ରାୟ ପ୍ରକାଶ କରି ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି । ଅଭିଯୁକ୍ତ ମାନେ ସମସ୍ତେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଅଟନ୍ତି। ଜାମିନରେ ବାହାରିଲେ ତଦନ୍ତ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ହାଇକୋର୍ଟ ଏହି ଜାମିନ ଆବେଦନ କୁ ଖାରଜ କରି ଦେଇଛନ୍ତି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.