PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚଭୂତରେ ଲୀନ ହେଲେ ରାଇମୋହନ , ମୁଖାଗ୍ନି ହେଲେ ସାନଝିଅ ଉଦିତା ପରିଡ଼ା , ପୁରୀ ସ୍ୱର୍ଗଦ୍ୱାରରେ ରାଇଙ୍କ ଶେତକୃତ୍ୟ ସଂପନ୍ନ
  • ||
  • ଭୁବନେଶ୍ୱର: ବାଣୀବିହାରରେ ପୁଣି ଆତଙ୍କ। ବୁଲିଲା ଖଣ୍ଡା , ଭୁଜାଲି। ଛିନ୍ ଛତ୍ର ହୋଇ ଦୌଡ଼ିଲେ ଛାତ୍ର ଛାତ୍ରୀ। କ୍ୟାମ୍ପସ ବାହାର କିଛି ଅଣଛାତ୍ର ଆସି ଛାତ୍ର ଙ୍କୁ ଆକ୍ରମଣ କରିଥିବା ସୂଚନା।
  • ||
  • ମୃତ୍ଯୁ ପରେ ଚକ୍ଷୁଦାନ କଲେ ରାଇମୋହନ, କ୍ୟାପିଟାଲ ହସ୍ପିଟାଲରେ କରାଗଲା ତାଙ୍କର ଚକ୍ଷୁଦାନ , କ୍ଯାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁଙ୍କ ସୂଚନା
  • ||
  • ଭୁବନେଶ୍ଵର : ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ, ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା
  • ||
  • ଭୁବନେଶ୍ୱର: ମାସ ଶେଷରେ ଲଘୁଚାପ, ପ୍ରଥମ ସପ୍ତାହରେ ବର୍ଷିବ: ଆଜିଠୁ ୬ ଦିନ ଯାଏଁ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ପୁରୀ: ଅଣସର ପିଣ୍ଡିରେ ଚକା ବିଜେ ହେଲେ ଶ୍ରୀବିଗ୍ରହ, ଆଜି ଖଳି ଲାଗି ପରେ ମୋଦକ ସମର୍ପଣ ନୀତି
  • ||
  • ଭୁବନେଶ୍ୱର: ଆଜି ଭୁବନେଶ୍ୱର କୋର୍ଟ ବନ୍ଦ, ଆନ୍ଦୋଳନକୁ ଓହ୍ଲାଇବେ ଆଇନଜୀବୀ
  • ||
  • ଜଳେଶ୍ୱର: ଭିଜିଲାନ୍ସ ଜାଲରେ ଆଣ୍ଟିଂ ସ୍ମଗଲିଂ ଗାର୍ଡ, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ଜୁନାଗଡ଼: ସାଥିରେ ନେଲେନି ବୋଲି… ଦୁଇ ବନ୍ଧୁଙ୍କୁ ଏସିଡ୍‌ ମାଡ଼ କଲା ମଦ୍ୟପ ଯୁବକ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆପଡ଼ା: ପୁଅକୁ ଟାଙ୍ଗିଆରେ ହତ୍ୟା କରି ଆତ୍ମହତ୍ୟା କଲା ବାପା
  • ||

ରାଜସ୍ଥାନରେ କଂଗ୍ରେସ ଖାତା ଖୋଲିବାରେ ବିଫଳ

ଜୟପୁର,୨୩।୫:ଲୋକସଭା ନିର୍ବାଚନ ୨୦୧୯ର ପରିଣାମ ଆସିବାକୁ ଆଉ କିଛି ସମୟ ରହିଛି। ଭୋଟ ଗଣତି ଚାଲିଥିବା ବେଳେ ରାଜସ୍ଥାନରେ କଂଗ୍ରେସ ଏପର୍ଯ୍ୟନ୍ତ ଖାତା ଖୋଲି ନଥିବା ସୂଚନା ମିଳିଛି । ରାଜ୍ୟରେ ୨୫ଟି ଆସନରେ ମତଦାନ ହୋଇଥିଲା। ଏକଜିଟ୍ ପୋଲ ଅନୁଯାୟୀ, ୨୫ଟି ଆସନରୁ ବିଜେପି ୨୩ ଟି ଆସନ ହାସଲ କରିବ ବୋଲି ପୂର୍ବାନୁମାନ କରାଯାଇଥିଲା । ତେବେ କଂଗ୍ରେସ ହାତରେ ଗୋଟିଏ ମଧ୍ୟ ଆସନ ଆସିନାହିଁ। ଯଦିଓ କଂଗ୍ରେସ ହାତରେ ବର୍ତ୍ତମାନ ସୁଦ୍ଧା ଗୋଟିଏ ମଧ୍ୟ ଆସନ ଆସିନାହିଁ।

ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ ରାଜସ୍ଥାନରେ ମୋଦି ଲହର ଦେଖିବାକୁ ମିଳିଛି, ସେଭଳି ମୁଖ୍ୟମନ୍ତ୍ରୀ ଅଶୋକ ଗହଲତଙ୍କ ଯାଦୁ ଏଥର ବିଜେପି ଆଗରେ ଫିକା ପଡିଛି। ଉଲ୍ଲେଖନୀୟ ଯେ, ଗତବର୍ଷ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ସରକାର ଗଢିଥିଲେ ହେଁ ଲୋକସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ଦଳକୁ ଶକ୍ତ ଧକ୍କା ଦେଇଛି।

ସମ୍ବନ୍ଧିତ ଖବର