ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ସୌରଭ ଗାଙ୍ଗୁଲିଙ୍କ ବାୟୋପିକ୍‌ରେ ରାଜକୁମାର, ନିଜେ କନଫର୍ମ କଲେ ଅଭିନେତା

Published By : Krishna Priya | July 1, 2025 1:26 PM

ମୁମ୍ବାଇ ୦୧/୦୭: ବଲିଉଡ୍‌ ଅଭିନେତା ରାଜକୁମାର ରାଓ ଖୁବଶୀଘ୍ର ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ବାୟୋପିକରେ ନଜର ଆସିବେ। ନିକଟର ଖୋଦ ରାଜକୁମାର ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ ଏକଥା କହିଛନ୍ତି। ରାଜକୁମାର କହିଛନ୍ତି ଯେ, “ଦାଦା ଯେତେବେଳେ କହି ସାରିଲେଣି, ମୁଁ ବି କହିଦେଉଛି। ହଁ ମୁଁ ସୌରଭ ଗାଙ୍ଗୁଲିଙ୍କ ବାୟୋପିକରେ ଅଭିନୟ କରୁଛି। ଏହା ମୋ ପାଇଁ ଗୁରୁ ଦାୟିତ୍ୱ। ଏଥିପାଇଁ ମୁଁ ନର୍ଭସ ମଧ୍ୟ ଅଛି। ଏଥିରେ ଅଭିନୟ କରିବାବେଳେ ବହୁତ ମଜା ମଧ୍ୟ ଲାଗିବ।"

କିଛି ଦିନ ପୂର୍ବରୁ ସୌରଭ ଏକ ସାକ୍ଷାତକାରରେ କହିଥିଲେ ଯେ, ମୋ ବାୟୋପିକ୍‌ ପାଇଁ  ରାଜକୁମାର ସବୁଠୁ ଭଲ କଳାକାର ହେବେ। ଏହାର ସୁଟିଂ ୨୦୨୬ ରେ ହେବ ଓ ଏହା ଡିସେମ୍ବର ୨୦୨୬ରେ ମୁକ୍ତିଲାଭ କରିବ ବୋଲି ସେ କହିଛନ୍ତି। ହେଲେ ଏଯାଏଁ ଫିଲ୍ମର ନିର୍ଦ୍ଦେଶକ ଅନ୍ୟ କଳାକାରଙ୍କ ସମ୍ପର୍କରେ ଘୋଷଣା କରି ନାହାଁନ୍ତି। ତେବେ ବିକ୍ରମାଦିତ୍ୟ ମୋଟୱାନି ଏହାର ମୋଟୱାନି ଏହାର ନିର୍ଦ୍ଦେଶନା ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏହାପୂର୍ବରୁ ରାଜକୁମାର ବିକ୍ରମାଦିତ୍ୟଙ୍କ ଫିଲ୍ମ ‘ଟ୍ରାପ୍ଡ‘ ରେ କାମ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.