ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ରାଇକିଆରେ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଶୋଭାଯାତ୍ରା

Published By : Rasmita Pradhan | January 8, 2025 11:58 AM

ରାଇକିଆ, ୮/୧ : ଭୁବନେଶ୍ୱର ଠାରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ସମ୍ମିଳନୀ। ଏଥିପାଇଁ ବିଶ୍ଵର କୋଣ ଅନୁକୋଣରୁ ରାଜଧାନୀରେ ଏକତ୍ରିତ ହୋଇଛନ୍ତି ପ୍ରବାସୀ ଭାରତୀୟ। ଏହି ଅବସରରେ ରାଇକିଆ ଠାରେ ମଧ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ‘ଅତିଥି ଦେବୋଃ ଭବୋ’ ସଂସ୍କୃତିକୁ ସମ୍ମାନ ଦେଇ ସେମାନଙ୍କୁ  ସ୍ଵାଗତ ଉପଲକ୍ଷେ ରାଇକିଆ ଜୀବନ ଜ୍ୟୋତି କଲେଜର ଛାତ୍ରୀଛାତ୍ରମାନେ ଶୁଭେଚ୍ଛାର ବାର୍ତ୍ତା ନେଇ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଛନ୍ତି। କଲେଜ ଅଧ୍ୟକ୍ଷ ପ୍ରଭାକର ରାଜୁ ଏବଂ ବରିଷ୍ଠ ପ୍ରଫେସର୍‌ ଉମାକାନ୍ତ ରଥଙ୍କ ତତ୍ତ୍ୱାବଧାନରେ ଛାତ୍ରୀଛାତ୍ର ଓ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏହି ରାଲିରେ ସାମିଲ ହୋଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.