ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ମଙ୍ଗଳବାର ସରିବ ଶ୍ରୀକ୍ଷେତ୍ର ସାହିଯାତ, ରାମାଭିଷେକ ସହ ରାମଲୀଳାର ଅନ୍ତ ଘଟିବ

Published By : Prameya | April 22, 2025 11:04 AM

ପୁରୀ,୨୨/୦୪: ରାମାଭିଷେକ ସହ ଶେଷ ହେବ ଚଳିତବର୍ଷର ସାହିଯାତ । ଶେଷ ଦିନରେ ଗୌଡ଼ବାଡ଼ ସାହି ପାଳନ କରିବ ନୀତି । ଗୌଡ଼ବାଡ ସାହି ଆଖଡାରୁ ଭରତ, ବଶିଷ୍ଠ ଋଷି ଓ ପତିଆରା ହନୁମାନା ବାହାରି  ଶ୍ରୀମନ୍ଦିରକୁ ଯିବେ । ଶ୍ରୀମନ୍ଦିରରୁ ଭରତ ଶ୍ରୀରାମଙ୍କ ରୁପା କଠଉ ମସ୍ତକରେ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ  ମଠ ସମ୍ମୁଖରେ ନିର୍ମାଣ ହୋଇଥିବା ଅସ୍ଥାୟା ନନ୍ଦି ଗ୍ରାମକୁ ଯାଇ ସେଠାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତୀମା ବିଜେ  କରିବା ପରେ ଭରତ କଠଉ ପ୍ରଦାନ କରିଥାନ୍ତି । ଶ୍ରୀମନ୍ଦିରରେ ଶ୍ରୀରାମ ଅଭିଷେକ ନୀତି ଅନୁଷ୍ଠିତ ହୁଏ । ଏଥିସହ ସାହିଯାତ ପଟୁଆର ସାହି ପରିକ୍ରମା କରିଥାନ୍ତି । ଏହି ନୀତି ସହ ଶେଷ ହେବ ଶ୍ରୀକ୍ଷେତ୍ରର ସ୍ୱତନ୍ତ୍ର ସାହିଯାତ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.