ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ରମ୍ଭା ପ୍ରୟାଗି ଅଳେଶ୍ୱର ରାସ୍ତାରେ ପିକ୍ ଅପ ଭ୍ୟାନ ଓଲଟି ଜଣେ ମୃତ, ୧୦ ଆହତ…

Published By : Prameya | May 23, 2025 6:08 PM

ଗଞ୍ଜାମ୨୩/୫ :ରମ୍ଭା ଥାନା ପ୍ରୟାଗି ଅଳେଶ୍ୱର ରାସ୍ତାରେ ପିକ ଅପ ଭ୍ୟାନ ଓଲଟି ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିବା ସହ 10 ଜଣ ଆହତ ହୋଇଛନ୍ତି l ମୃତକ ହେଲେ ଜିର ବିଶ୍ୱାସ। ତେବେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ବ୍ୟକ୍ତି ସଂଜୀବ ବିଶ୍ୱାସକୁ ଗଞ୍ଜାମ ମେଡିକାଲ ଅଣାଯାଇଛି l ଅନ୍ୟ ମାନେ ସାମାନ୍ୟ ଆହତ ହୋଇଛନ୍ତି l ମୃତ ଆହତ ବ୍ୟକ୍ତି ମାନେ ବାଲୁଗାଁ ଅଞ୍ଚଳର l ସେମାନେ ପ୍ରୟାଗି ଅଳେଶ୍ୱର ଦର୍ଶନ କରିବା ସହ ସମୁଦ୍ରରେ ଗାଧୋଇ ବାଲୁଗାଁକୁ ପିକ ଅପ ଭ୍ୟାନରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.