ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୪/୦୬: ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ(ରାଜା) ସ୍ୱାଇଁ  ଅସ୍ଥାୟୀ ବାଚସ୍ପତିର ଦାୟିତ୍ୱ ନିର୍ବାହ କରିବେ । ଚଳିତ ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ସେ ସର୍ବାଧିକ ୮ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୧୯୯୦ରୁ ଲଗାତର ବିଧାୟକ ଭାବେ ଆଠଗଡ଼ରୁ ନିର୍ବାଚିତ ହୋଇଛନ୍ତି । ଅସ୍ଥାୟୀ ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେବେ ରଣେନ୍ଦ୍ର । ପରେ ସେ ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ ପରିଚାଳନା  କରିବେ । ୨୦ରେ ନିୟମିତ ବାଚସ୍ପତି ବାଛିବା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ରଣପୁର ବିଧାୟକ ସୁରମା ପାଢୀ ବିଜେପିର ବାଚସ୍ପତି  ପ୍ରାର୍ଥୀ ହେବେ ବୋଲି ସୂଚନା ମିଳିଛି ।

  • PrameyaOdia
  • prameya
  • assembly
  • Odisha Assembly
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.