ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବିରଳ ପ୍ରଜାତିର ପେଚା ଉଦ୍ଧାର, ନିକଟସ୍ଥ ଜଙ୍ଗଲରେ ଛାଡ଼ିବେ ଲୋକେ

Published By : Harapriya Sethi | February 28, 2025 11:36 AM

ସାଲେପୁର, ୨୮/୦୨: ସାଲେପୁର ବଜାରରୁ ଏକ ବିରଳ ପ୍ରଜାତିର ଧଳା ପେଚା ଉଦ୍ଧାର ହୋଇଛି । ପେଚାଟିକୁ କୁଆମାନେ ଆକ୍ରମଣ କରିବାରୁ ସେ ଭୟରେ ଏକ ଦେକାନ ଭିତରକୁ ପଶି ଯାଇଥିଲା। ଏହା ଦେଖି ବଜାରର କିଛି ଲୋକମାନେ ପେଚାଟିକୁ ଉଦ୍ଧାର କରିଥିଲେ। କଟକ ଜିଲ୍ଲା ସାଲେପୁର ବଜାରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

କହିରଖୁ କି, ଏକ ଧଳା ପେଚା ଦିନ ବେଳେ ବସା ଛାଡି ପଳାଇ ଆସିଥିଲା । ଦିନ ହୋଇଥିବାରୁ ପେଚା ଛୁଆଟି କୁଆଡେ ଯାଇ ନପାରିବାରୁ କୁଆ ମାନେ ପେଚା ଛୁଆଟିକୁ ଆକ୍ରମଣ କରିଥିଲେ । ଫଳରେ ପେଚାଟି ଭୟରେ ଏକ ଦେକାନ ଭିତରକୁ ପଶି ଆସିଥିଲା। ଏହା ଦେଖି ବଜାରର କିଛି ଲୋକମାନେ ପେଚାଟିକୁ ଉଦ୍ଧାର କରିଥିଲେ । ସ୍ଥାନୀୟଲୋକେ ପେଚାଟିକୁ ଉଦ୍ଧାର କରି ରଖିଥିବା ବେଳେ ସନ୍ଧ୍ୟାରେ ନିକଟସ୍ଥ ଜଙ୍ଗଲରେ ଛାଡ଼ିବେ ବୋଲି ସୂଚନା ମିଳିଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.